Romans 4:14 — Compare Translations
7 translations compared side by side
Odia - 1840
"ବ୍ଯବସ୍ଥା ପାଳନ କରିବା ଦ୍ବାରା ଯଦି ଜଣେ ଲୋକ ପରମେଶ୍ବର ଯାହା ପ୍ରତିଜ୍ଞା ଦଇେଥିଲେ ତାହା ପାଏ, ତା' ହେଲେ ବିଶ୍ବାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ଯ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯଦି ବ୍ୟବସ୍ଥାବଲମ୍ଵୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ଵାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ପଳ କରାଯାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବ୍ୟବସ୍ଥା ପାଳନ କରନ୍ତି, କେବଳ ସେମାନେ ଯଦି ଈଶ୍ୱରଙ୍କ ଦାନ ପାଇବେ, ତେବେ ମନୁଷ୍ୟର ବିଶ୍ୱାସ ନିରର୍ଥକ, ଈଶ୍ୱରଙ୍କ ପ୍ରତିଜ୍ଞାର ମଧ୍ୟ କିଛି ମୂଲ୍ୟ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ପାଳନ କରିବା ଦ୍ୱାରା ଯଦି ଜଣେ ଲୋକ ପରମେଶ୍ୱର ଯାହା ପ୍ରତିଜ୍ଞା ଦେଇଥିଲେ ତାହା ପାଏ, ତା’ହେଲେ ବିଶ୍ୱାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ୟ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯଦି ମୋଶାଙ୍କ ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ପଳ କରାଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ ದೆವ್ ಗೊಸ್ಟ್ ದಿತಲೆ ಖಾಲಿ ಖಾಯ್ದ್ಯಾಂಚ್ಯಾ ಸರ್ಕೆ ಚಲ್ತಲ್ಯಾಕ್ನಿ ದಿವ್ನ್ ಹೊತಾ ಮನುನ್ ರ್ಹಾಲ್ಯಾರ್, ವಿಶ್ವಾಸಾಕ್ ಕಾಯ್ಬಿ ಅರ್ಥ್ನಾ ಅನಿ ದೆವಾನ್ ದಿಲ್ಲ್ಯಾ ಗೊಸ್ಟಿಕ್ ಕಾಯ್ಬಿ ಕಿಮ್ಮತ್ ನಾ ಮನುನ್ ಹೊಲೆ.