Romans 4:15 — Compare Translations

7 translations compared side by side

Odia - 1840
"କାରଣ ବ୍ଯବସ୍ଥା ପାଳନ ନକରିବା ଦ୍ବାରା ବ୍ଯବସ୍ଥା ପରମେଶ୍ବରଙ୍କର କୋରଧ ଆଣିଥାଏ। କିନ୍ତୁ ଯଦି ବ୍ଯବସ୍ଥା ନଥାନ୍ତା, ତା' ହେଲେ ଅବାଧ୍ଯ ହବୋର ପ୍ରଶ୍ନ ଉଠିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବ୍ୟବସ୍ଥା ଲଙ୍ଘନ ଦ୍ୱାରା ମନୁଷ୍ୟ ଈଶ୍ୱରଙ୍କ କ୍ରୋଧର ପାତ୍ର ହୁଏ। କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ବ୍ୟବସ୍ଥା ଲଙ୍ଘନର ପ୍ରଶ୍ନ ଉଠୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ବ୍ୟବସ୍ଥା ପାଳନ ନ କରିବା ଦ୍ୱାରା ବ୍ୟବସ୍ଥା ପରମେଶ୍ୱରଙ୍କର କ୍ରୋଧ ଆଣିଥାଏ। କିନ୍ତୁ ଯଦି ବ୍ୟବସ୍ଥା ନ ଥା’ନ୍ତା, ତା’ହେଲେ ଅବାଧ୍ୟ ହେବାର ପ୍ରଶ୍ନ ଉଠିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋଶାଙ୍କ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ମୋଶାଙ୍କ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದೊ ದೆವಾಚ್ಯಾ ರಾಗಾಕ್ ಖಾಲ್ತಿ ಉತ್ರುನ್ ಘೆವ್ನ್ ಯೆತಾ; ಖರೆ ಜೆ ಖಯ್ ಖಾಯ್ದೊಚ್ ನಾ, ಥೈ ಖಾಯ್ದ್ಯಾಚ್ಯಾ ಪರ್‍ಕಾರ್ ಚಲಿನಸಲ್ಲೆ ಮನ್ತಲೆ ನಾ.