Romans 4:16 — Compare Translations
7 translations compared side by side
Odia - 1840
"ସେଥିପାଇଁ ବିଶ୍ବାସ ଦ୍ବାରା ଲୋକେ ପରମେଶ୍ବରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ଯର ଦାନ ହାଇପୋ ରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ଯ ରେ ପ୍ରତିଜ୍ଞା ଦାନ ମିଳେ ତା' ହେଲେ ଅବ୍ରାହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କବଳେ ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରାହାମ ଭଳି ବିଶ୍ବାସ ପୂର୍ବକ ଜୀବନ ଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରାହାମ ଆମ୍ଭ ସମସ୍ତଙ୍କର ପିତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏହି ଧାର୍ମିକତା ବିଶ୍ଵାସ ହେତୁ ମିଳେ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ଦ୍ଵାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ଵୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ଵାସାବଲମ୍ଵୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଈଶ୍ୱରଙ୍କ ପ୍ରତିଜ୍ଞା ବିଶ୍ୱାସ ଉପରେ ପ୍ରତିଷ୍ଠିତ। ଯେଉଁମାନେ ବ୍ୟବସ୍ଥା ପାଳନ କରନ୍ତି, କେବଳ ସେମାନଙ୍କ ପାଇଁ ଈଶ୍ୱରଙ୍କ ପ୍ରତିଜ୍ଞା ଉଦ୍ଦିଷ୍ଟ ନୁହେଁ। ଅବ୍ରାହମଙ୍କ ପରି ବିଶ୍ୱାସ କରୁଥିବା ସମସ୍ତଙ୍କ ପାଇଁ ତା’ ଉଦ୍ଦିଷ୍ଟ, କାରଣ ଅବ୍ରାହମ ସେମାନଙ୍କର ଆଧ୍ୟାତ୍ମିକ ପିତା।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା’ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ମୋଶାଙ୍କ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ದಿಲ್ಲಿ ಗೊಸ್ಟ್ ವಿಶ್ವಾಸಾಚ್ಯಾ ವರ್ತಿ ಠಿಕುನ್ ಹಾಯ್, ಅಶೆ ತಿ ದಿಲ್ಲಿ ಗೊಸ್ಟ್ ಅಮ್ಕಾ ಅಮ್ಚ್ಯಾ ಬಾಬಾಚ್ಯಾ ಪಿಳ್ಗಿಚ್ಯಾಕ್ನಿ, ಮಟ್ಲ್ಯಾರ್, ಖಾಲಿ ಖಾಯ್ದೆ ಫಾಳ್ತಲ್ಯಾಕ್ನಿ ಎವ್ಡಿಚ್ ನ್ಹಯ್, ಅಬ್ರಾಹಾಮಾನ್ ಕರಲ್ಲ್ಯಾ ಸಾರ್ಕೆ ವಿಶ್ವಾಸ್ ಕರ್ತಲ್ಯಾ ಸಗ್ಳ್ಯಾಕ್ನಿ ಎಕ್ ಫುಕೊಟ್ಚಿ ಕಾನಿಕ್ ಸಾರ್ಕೆ ದಿಲ್ಲೆ ಹಾಯ್. ಕಶ್ಯಾಕ್ ಮಟ್ಲ್ಯಾರ್ ಅಬ್ರಾಹಾಮ್ ಅಮ್ಚೊ ಸಗ್ಳ್ಯಾಂಚೊಚ್ ಆತ್ಮಿಕ್ ಬಾಬಾ.