Romans 4:18 — Compare Translations

7 translations compared side by side

Odia - 1840
"ଅବ୍ରାହାମଙ୍କର ସନ୍ତାନ ହବୋର ଆଶା ନଥିଲା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ ଓ ଭରସାକୁ ବଜାୟ ରଖିଲେ। ସେଥିପାଇଁ ସେ ଅନକେ ଜାତିର ପିତା ହେଲେ। ପରମେଶ୍ବର ତାହାଙ୍କୁ କହିଥିଲେ: ତୁମ୍ଭର ଅଗଣିତ ବଂଶଧର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
“ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ଵାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଶା କରିବା ପାଇଁ କୌଣସି କାରଣ ନ ଥାଇ ସୁଦ୍ଧା ଅବ୍ରାହାମ ବିଶ୍ୱାସ କରି ଆଶାବାଦୀ ହେଲେ। ତେଣୁ ସେ ଅନେକ ଜାତିର ପିତା ହେଲେ, କାରଣ ଶାସ୍ତ୍ର ଅନୁଯାୟୀ ତାଙ୍କୁ ପ୍ରତିଜ୍ଞା ମିଳିଥିଲା: “ତୁମ ବଂଶଧରମାନେ ଆକାଶର ତାରା ପରି ଅଗଣିତ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମଙ୍କର ସନ୍ତାନ ହେବାର ଆଶା ନ ଥିଲା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ଓ ଭରସାକୁ ବଜାୟ ରଖିଲେ। ସେଥିପାଇଁ ସେ ଅନେକ ଜାତିର ପିତା ହେଲେ। ପରମେଶ୍ୱର ତାହାଙ୍କୁ କହିଥିଲେ: “ତୁମ୍ଭର ଅଗଣିତ ବଂଶଧର ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ।
Odia IRV 2017 (ଓଡିଆ ବାଇବେଲ)
"ଏହିପରି ତୁମ୍ଭର ବଂଶ ହେବ," ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಬ್ರಾಹಾಮಾನ್ ವಿಶ್ವಾಸ್ ಕರ್‍ಲ್ಯಾನ್ ಅನಿ ಬರೊಸೊ ಥವ್ಲ್ಯಾನ್, ಬರೊಸೊ ಕರುಕ್ ಕಾಯ್ಬಿ ಕಾರನ್ ನತ್ತೊ ಜಾಲ್ಯಾರ್‍ಬಿ ತೆನಿ ಬರೊಸೊ ಥವ್ಲ್ಯಾನ್, ತೆಚೆಸಾಟ್ನಿ ತೊ “ಸುಮಾರ್ ದೆಶಾಂಚೊ ಬಾಬಾ ಹೊಲೊ” ಪವಿತ್ರ್ ಪುಸ್ತಕ್ ಮನ್ತಾ, “ತುಜ್ಯಾ ಪಿಳ್ಗಿಚಿ ಲೊಕಾ ಚಿಕ್ಕಿಯಾಂಚ್ಯಾ ಯೆವ್ಡಿ ರ್‍ಹಾತ್ಯಾತ್.”