Romans 4:19 — Compare Translations
7 translations compared side by side
Odia - 1840
"ଅବ୍ରାହାମଙ୍କୁ 100 ବର୍ଷ ବୟସ ହାଇେଥିଲା, ଅତଏବ ପିଲାପିଲି ହବୋ ସମୟ ଚ଼ାଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ଯ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରାହାମ ଏ କଥା ଭାବିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ଵାସରେ ଦୁର୍ବଳ ହେଲେ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କୁ ସେତେବେଳେ ଶହେ ବର୍ଷ ହୋଇଥିଲା। କିନ୍ତୁ ତାଙ୍କ ମୃତପ୍ରାୟ ଶରୀର କଥା ଭାବି, କିମ୍ବା ସାରା ଯେ ଆଉ ସନ୍ତାନ ପ୍ରସବ କରିବାକୁ ଅକ୍ଷମ, ଏ କଥା ଜାଣି, ତାଙ୍କର ବିଶ୍ୱାସ ଦୁର୍ବଳ ହୋଇ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମଙ୍କୁ 100 ବର୍ଷ ବୟସ ହୋଇଥିଲା, ଅତଏବ ପିଲାପିଲି ହେବା ସମୟ ଗ୍ଭଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ୟ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରହାମ ଏ କଥା ଭାବିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೊ ಜಗ್ಗೊಳ್ ಸೆಂಬರ್ ವರ್ಸಾಂಚೊ ಹೊತ್ತೊ, ಜಾಲ್ಯಾರ್ಬಿ ತೆನಿ ಅಪ್ನಾಚ್ಯಾ ಆಂಗಾತ್ಲೆ ಸಗ್ಳೆ ಬಳ್ ಸರುನ್ ಗೆಲಾ, ಅನಿ ಸಾರಾಕ್ ಪೊರಾ ಹೊಯ್ನ್ಯಾತ್ ಮನ್ತಲೆ ಯೌವಜ್ತಾನಾಬಿ ತೆನಿ ಅಪ್ನಾಚೊ ವಿಶ್ವಾಸ್ ಕಮಿ ಕರುಕ್ ನಾ.