Romans 4:2 — Compare Translations

7 translations compared side by side

Odia - 1840
"ସେ ବିଶ୍ବାସ ବିଷୟ ରେ କ'ଣ ଶିଖିଲେ? ଅବ୍ରାହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା' ହେଲେ, ସେଥି ରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କ ଆଗ ରେ ଗର୍ବ କରି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ଵାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ଵରଙ୍କ ନିକଟରେ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ତାଙ୍କ ନିଜର କର୍ମ ଦ୍ୱାରା ସେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇଥାଆନ୍ତେ, ଗର୍ବ କରିବା ପାଇଁ ତାଙ୍କର କାରଣ ଥିଲା। କିନ୍ତୁ ଈଶ୍ୱରଙ୍କ ଦୃଷ୍ଟିରେ ତା’ ହୋଇ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ବିଶ୍ୱାସ ବିଷୟରେ କ’ଣ ଶିଖିଲେ? ଅବ୍ରହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା’ହେଲେ, ସେଥିରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କ ଆଗରେ ଗର୍ବ କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ବରଙ୍କ ନିକଟରେ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଅବ୍ରହାମ ଯଦି କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ, ତେବେ ତାହାଙ୍କ ଗର୍ବର କାରଣ ଅଛି; କିନ୍ତୁ ଈଶ୍ୱରଙ୍କ ନିକଟରେ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಬ್ರಾಹಾಮಾನ್ ಕರಲ್ಲ್ಯಾ ಕಾಮಾಂಚ್ಯಾ ವೈನಾ ತೊ ದೆವಾಚ್ಯಾ ಇದ್ರಾಕ್ ನಿತಿವಂತ್ ಮನುನ್ ರ್‍ಹಾಲ್ಯಾರ್, ಮೊಟೆಪಾನ್ ಬೊಲುಕ್ ತೆಕಾ ಕಾರನ್ ಹಾಯ್ ಮನುನ್ ಹೊಲೆ, ಖರೆ ದೆವಾಚ್ಯಾ ನದ್ರೆತ್ ನ್ಹಯ್.