Romans 4:21 — Compare Translations

7 translations compared side by side

Odia - 1840
"ଅବ୍ରାହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ବର ଯାହା ପ୍ରତିଶ୍ରୁତି ଦଇେଛନ୍ତି, ତାହା କରିବା ରେ ସେ ସକ୍ଷମ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ଵାସରେ ବଳବାନ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେ ତାହା ପାଳନ କରିବେ ବୋଲି ତାଙ୍କର ଦୃଢ଼ ବିଶ୍ୱାସ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ୱର ଯାହା ପ୍ରତିଶ୍ରୁତି ଦେଇଛନ୍ତି, ତାହା କରିବାରେ ସେ ସକ୍ଷମ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಕ್ ದಿಲ್ಲಿ ಗೊಸ್ಟ್ ಪುರಾ ಕರ್‍ತಲೊ ಬಳ್ ಹಾಯ್ ಮನುನ್ ತೆಕಾ ಪುರಾ ವಿಶ್ವಾಸ್ ಹೊತ್ತೊ.