Romans 4:22 — Compare Translations
7 translations compared side by side
Odia - 1840
"ସେଥିପାଇଁ ପରମେଶ୍ବର, ଅବ୍ରାହାମଙ୍କ ବିଶ୍ବାସକୁ ଗ୍ରହଣ କଲେ। ସେ ବିଶ୍ବାସ ଅବ୍ରାହାମଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ମଧ୍ୟ ଏହା ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ତାଙ୍କ ବିଶ୍ୱାସ ଯୋଗୁ ଅବ୍ରାହମ ଈଶ୍ୱରଙ୍କ ଦ୍ୱାରା ଧାର୍ମିକ ବୋଲି ଗୃହୀତ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ପରମେଶ୍ୱର, “ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ। ସେ ବିଶ୍ୱାସ ଅବ୍ରହାମଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରି ରଖିଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ମଧ୍ୟ ଏହା ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ମଧ୍ୟ ଏହା ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಅಬ್ರಾಹಾಮಾಕ್ ತೆಚ್ಯಾ ವಿಶ್ವಾಸಾಕ್ ಲಾಗುನ್, ದೆವಾನ್ ತೊ “ಖರ್ಯಾ ವಾಟೆನ್ ಚಲ್ತಲೊ ಮನುನ್ ಮಾನುನ್ ಘೆಟಲ್ಲ್ಯಾನ್,”