Romans 4:23 — Compare Translations
7 translations compared side by side
Odia - 1840
"ପରମେଶ୍ବର ଅବ୍ରାହାମଙ୍କ ବିଶ୍ବାସ ଗ୍ରହଣ କଲେ, ଏହି ବାକ୍ଯଗୁଡ଼ିକ କବଳେ ଅବ୍ରାହାମଙ୍କ ପାଇଁ ଲଖାେ ଯାଇ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
“ଧାର୍ମିକରୂପେ ଗୃହୀତ ହେବା” ଶାସ୍ତ୍ର କଥା କେବଳ ଅବ୍ରାହମଙ୍କ ପ୍ରତି ଯେ ପ୍ରଯୁଜ୍ୟ, ତା’ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସ ଗ୍ରହଣ କଲେ, ଏହି ବାକ୍ୟଗୁଡ଼ିକ କେବଳ ଅବ୍ରହାମଙ୍କ ପାଇଁ ଲେଖା ଯାଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାହାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ “ಖರ್ಯಾ ವಾಟೆನ್ ಚಲ್ತಲೊ” ಮನುನ್ ಮಾನುನ್ ಘೆವ್ನ್ ಹೊಲೆ, ಮನುನ್ ಲಿವಲ್ಲಿ ತಿ ಗೊಸ್ಟ್ ಖಾಲಿ ಅಬ್ರಾಮಾಸಾಟಿ ಎವ್ಡಿಚ್ ಲಿವಲ್ಲಿ ನಾ.