Romans 4:24 — Compare Translations

7 translations compared side by side

Odia - 1840
"ଏହି ବାକ୍ଯଗୁଡ଼ିକ ଆମ୍ଭ ପାଇଁ ମଧ୍ଯ ଲଖାେ ଯାଇଥିଲା। ଆମ୍ଭେ ବିଶ୍ବାସ କରୁଥିବା ୟୋଗୁ ପରମେଶ୍ବର ଆମ୍ଭକୁ ମଧ୍ଯ ଗ୍ରହଣ କରିବେ। ଆମ୍ଭେ ତାହାଙ୍କୁ ବିଶ୍ବାସ କରୁ ୟିଏ ଆମ୍ଭର ପ୍ରଭୁ ଯୀଶୁଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ଵାସ କରୁଅଛୁଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ ମଧ୍ୟ ଈଶ୍ୱରଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଧାର୍ମିକରୂପେ ଗୃହୀତ ହେବୁ। ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ବାକ୍ୟଗୁଡ଼ିକ ଆମ୍ଭ ପାଇଁ ମଧ୍ୟ ଲେଖା ଯାଇଥିଲା। ଆମ୍ଭେ ବିଶ୍ୱାସ କରୁଥିବା ଯୋଗୁଁ ପରମେଶ୍ୱର ଆମ୍ଭକୁ ମଧ୍ୟ ଗ୍ରହଣ କରିବେ। ଆମ୍ଭେ ତାହାଙ୍କୁ ବିଶ୍ୱାସ କରୁ ଯିଏ ଆମ୍ଭର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಗೊಸ್ಟ್ ಖರ್‍ಯಾ ವಾಟೆನ್ ಚಲ್ತಲಿ ಲೊಕಾ ಮನುನ್ ಮಾನುನ್ ಘೆವ್‍ಸಾಟ್ನಿ ಮನುನ್ ಅಸಲ್ಲ್ಯಾ ಜೆಜುಕ್ ಮರ್‍ನಾತ್ನಾ ಝಿತ್ತೊ ಕರುನ್ ಉಟ್ವಲ್ಲ್ಯಾಚ್ಯಾ ವರ್‍ತಿ ವಿಶ್ವಾಸ್ ಥವ್ತಲ್ಯಾ ಅಮ್ಚ್ಯಾಸಾಟ್ನಿಬಿ ಲಿವಲ್ಲಿ ಹಾಯ್.