Romans 4:25 — Compare Translations

7 translations compared side by side

Odia - 1840
"ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ଯୁ ନିମନ୍ତେ ସମର୍ପିତ କରା ହେଲା। ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ଯୁରୁ ପୁନର୍ଜୀବିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ପ୍ରଭୁ ଯୀଶୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତରୂପେ ମୃତ୍ୟୁଭୋଗ କରିଥିଲେ ଏବଂ ଈଶ୍ୱରଙ୍କ ନିକଟରେ ଆମ୍ଭମାନଢ଼ଙ୍କୁ ଧାର୍ମିକ କରାଇବା ପାଇଁ ପୁନରୁତ୍ଥିତ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ୟୁ ନିମନ୍ତେ ସମର୍ପିତ କରାହେଲା। ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ପୁନରୁତ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಪಾಪಾಕ್ನಿ ಲಾಗುನ್ ತೆಕಾ ಮರ್‍ನಾಚ್ಯಾ ತಾಬೆತ್ ದಿವ್ನ್ ಹೊಲ್ಲೆ, ಅನಿ ಅಮ್ಕಾ ದೆವಾಚ್ಯಾ ವಾಂಗ್ಡಾ ಖರ್‍ಯಾ ವಾಟೆನ್ ಚಲ್ತಲಿ ಲೊಕಾ ಕರುಸಾಟ್ನಿ ತೆ ಮರ್‍ನಾತ್ನಾ ಝಿತ್ತೊ ಕರುನ್ ಉಟ್ವುನ್ ಹೊಲೆ.