Romans 4:3 — Compare Translations
7 translations compared side by side
Odia - 1840
"ଶାସ୍ତ୍ର କୁ ହେ, ଅବ୍ରାହାମ ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଲେ। ପରମେଶ୍ବର ତାହାଙ୍କର ବିଶ୍ବାସକୁ ଗ୍ରହଣ କଲେ। ଏହା ଦ୍ବାରା ପରମେଶ୍ବରଙ୍କ ପ୍ରତି ଅବ୍ରାହାମ ଧାର୍ମିକ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ଵରଙ୍କଠାରେ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ର ଅନୁଯାୟୀ, “ଅବ୍ରାହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଏହି ବିଶ୍ୱାସ ଯୋଗୁଁ ଈଶ୍ୱର ତାଙ୍କୁ ଧାର୍ମିକ ରୂପେ ଗ୍ରହଣ କଲେ।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର କୁହେ, “ଅବ୍ରହାମ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ। ପରମେଶ୍ୱର ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ। ଏହା ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଅବ୍ରହାମ ଧାର୍ମିକ ହେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପବିତ୍ର ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ଶାସ୍ତ୍ର କ'ଣ କୁହେ? ଅବ୍ରହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಮನ್ತಾ, “ಅಬ್ರಾಹಾಮಾನ್ ದೆವಾ ವರ್ತಿ ತೆಕಾ ವಿಶ್ವಾಸ್ ಕರ್ಲ್ಯಾನ್, ಅನಿ ದೆವಾಚೆರ್ ತೆಂಕಾ ಹೊತ್ತೆ ವಿಶ್ವಾಸಾಕ್ ಲಾಗುನ್ ಖರ್ಯಾವಾಟೆನ್ ಚಲ್ತಲೊ ಮಾನುಸ್ ಮನುನ್ ಮಾನುನ್ ಘೆಟ್ಲ್ಯಾನ್”.