Romans 4:6 — Compare Translations

7 translations compared side by side

Odia - 1840
"ଦାଉଦ ସହେି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନକରି ପରମେଶ୍ବର ଯେତବେେଳେ ତାହାକୁ ଧାର୍ମିକ ହିସାବ ରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତ ରେ ଧନ୍ଯ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ଵର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଲୋକର କ୍ରିୟାକର୍ମ ପ୍ରତି ଦୃଷ୍ଟି ନ ଦେଇ ଈଶ୍ୱର ତାକୁ ଧାର୍ମିକ ବୋଲି ଗ୍ରହଣ କରନ୍ତି, ତାକୁ ପ୍ରଶଂସା କରି ଦାଉଦ କହିଛନ୍ତି:
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେହି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନ କରି ପରମେଶ୍ୱର ଯେତେବେଳେ ତାହାକୁ ଧାର୍ମିକ ହିସାବରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତରେ ଧନ୍ୟ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ବର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାହାକୁ ଧନ୍ୟ ବୋଲି କହନ୍ତି, ଯଥା,
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ୱର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಾವಿದಾನ್ ದೆವಾನ್ ಖರ್ಯಾ ವಾಟೆನ್ ಚಲ್ತಲೊ ಮಾನುಸ್ ಮನುನ್ ಎಚುನ್ ಕಾಡಲ್ಲ್ಯಾ ಮಾನ್ಸಾಚ್ಯಾ ವಿಶಯಾತ್ ಬೊಲಲ್ಯಾ ಗೊಸ್ಟಿಯಾಂಚೊ ಅರ್ತ್‍ ಹ್ಯೊಚ್ ತೊ