Romans 5:11 — Compare Translations
7 translations compared side by side
Odia - 1840
"ଆମ୍ଭେ ଯେ କବଳେ ରକ୍ଷା ପାଇବୁ ତା ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଠା ରେ ମଧ୍ଯ ଅତ୍ଯଧିକ ଆନନ୍ଦିତ ହତେୁ କବଳେ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ବରଙ୍କ ମିତ୍ର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ସେତିକି ନୁହେଁ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଯେଉଁ ସବୁ କାର୍ଯ୍ୟ ସାଧନ କରିଛନ୍ତି, ସେଥିପାଇଁ ଆମର ହୃଦୟ ଉଚ୍ଛ୍ୱସିତ ଆନନ୍ଦରେ ପରିପୂର୍ଣ୍ଣ। ସେହି ଯୀଶୁ ଈଶ୍ୱରଙ୍କ ସହିତ ଆମ୍ଭମାନଙ୍କର ପୁନର୍ମିଳନ କରାଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯେ କେବଳ ରକ୍ଷା ପାଇବୁ ତା’ ନୁହେଁ, ବରଂ ଏବେ ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କଠାରେ ମଧ୍ୟ ଅତ୍ୟଧିକ ଆନନ୍ଦିତ ହେତୁ କେବଳ ଯୀଶୁଙ୍କ ପାଇଁ ଆମ୍ଭେ ଆଜି ପରମେଶ୍ୱରଙ୍କ ମିତ୍ର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎವ್ಡೆಚ್ ನ್ಹಯ್; ಅಮ್ಕಾ ಅತ್ತಾ ದೆವಾಚಿ ದೊಸ್ತಾ ಕರಲ್ಲ್ಯಾ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ವೈನಾ ದೆವಾನ್ ಅಮ್ಚ್ಯಾ ಸಾಟ್ನಿ ಕರಲ್ಲ್ಯಾ ಕಾಮಾಂಚ್ಯಾ ಸಾಟ್ನಿ ಅಮಿ ಖುಶಿ ಹೊತಾಂವ್.