Romans 5:13 — Compare Translations

7 translations compared side by side

Odia - 1840
"ମାଶାେ ବ୍ଯବସ୍ଥା ଦବୋ ପୂର୍ବରୁ ପାପ ସଂସାର ରେ ଥିଲା। କିନ୍ତୁ ପରମେଶ୍ବର, ବ୍ଯବସ୍ଥା ନଥିବା କାରଣରୁ ଲୋକମାନଙ୍କୁ ପାପରେ ପାପୀ ମାନି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବ୍ୟବସ୍ଥା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ବ୍ୟବସ୍ଥା ପ୍ରଦତ୍ତ ହେବା ପୂର୍ବରୁ ଜଗତରେ ପାପ ଥିଲା; କିନ୍ତୁ ବ୍ୟବସ୍ଥା ନ ଥିବା ସମୟରେ ପାପର ହିସାବ ରଖାଯାଉ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ବ୍ୟବସ୍ଥା ଦେବା ପୂର୍ବରୁ ପାପ ସଂସାରରେ ଥିଲା। କିନ୍ତୁ ପରମେଶ୍ୱର, ବ୍ୟବସ୍ଥା ନ ଥିବା କାରଣରୁ ଲୋକମାନଙ୍କୁ ପାପରେ ପାପୀ ମାନି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋଶା ବ୍ୟବସ୍ଥା ପ୍ରାପ୍ତ କରିବା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;
Odia IRV 2017 (ଓଡିଆ ବାଇବେଲ)
କାରଣ ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದೊ ದಿವ್ಚ್ಯಾ ಅದ್ದಿಕ್ನಾಚ್ ಹ್ಯಾ ಜಗಾತ್ ಪಾಪಾ ಹೊತ್ತೊ; ಖರೆ ಪಾಪಾಂಚೊ ಲೆಕ್ಕ್ ಧರುನ್ ಹೊಯ್‍ನಶಿ, ಕಶ್ಯಾಕ್ ಮಟ್ಲ್ಯಾರ್, ಖಾಯ್ದೊ ನತ್ತೊ.