Romans 5:14 — Compare Translations
7 translations compared side by side
Odia - 1840
"କିନ୍ତୁ ଆଦମଙ୍କ ସମୟରୁ ମାଶାଙ୍କେ ସମୟ ସୁଦ୍ଧା, ପ୍ରେତ୍ୟକକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ବରଙ୍କର ଆଦେଶ ଅମାନ୍ଯ କରି ପାପ କରିଥିବା ହତେୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନଥିଲେ, ସମାନଙ୍କେୁ ମଧ୍ଯ ମରିବାକୁ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ଵ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଦମଙ୍କ ସମୟରୁ ମୋଶାଙ୍କ ସମୟ ପର୍ଯ୍ୟନ୍ତ କେହି ଆଦମଙ୍କ ପରି ଆଜ୍ଞା ଲଙ୍ଘନ କରି ପାପ କରି ନ ଥିଲେ ସୁଦ୍ଧା, ସମସ୍ତେ ମୃତ୍ୟୁର ଅଧୀନ ହେଲେ। ଯାହାଙ୍କର ଆଗମନ ହେବାର ଥିଲା, ଆଦମ ତାଙ୍କର ଏକ ପ୍ରତିରୂପ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆଦମଙ୍କ ସମୟରୁ ମୋଶାଙ୍କ ସମୟ ସୁଦ୍ଧା, ପ୍ରତ୍ୟେକ ଲୋକକୁ ମରିବାକୁ ପଡ଼ିଲା। ପରମେଶ୍ୱରଙ୍କର ଆଦେଶ ଅମାନ୍ୟ କରି ପାପ କରିଥିବା ହେତୁ ଆଦମ ମଲା। କିନ୍ତୁ, ଯେଉଁ ଲୋକମାନେ ଆଦମ ଭଳି ପାପ କରି ନ ଥିଲେ, ସେମାନଙ୍କୁ ମଧ୍ୟ ମରିବାକୁ ହେଲା। ଭବିଷ୍ୟତରେ ଯେଉଁ ଜଣଙ୍କର (ଖ୍ରୀଷ୍ଟଙ୍କର) ଆସିବା କଥା, କେତେକାଂଶରେ ସେ ଆଦମଙ୍କ ଭଳି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಆದಾಮಾಚ್ಯಾ ಎಳಾಕ್ನಾ ಮೊಯ್ಜೆಚ್ಯಾ ಎಳಾ ಪತರ್ ಮರ್ನಾನ್ ಸಗ್ಳ್ಯಾ ಮಾನ್ಸಾಂಚ್ಯಾ ವರ್ತಿ ಅಪ್ನಾಚೊ ಅದಿಕಾರ್ ಚಾಲ್ವುಲ್ಯಾನ್, ಆದಾಂವಾನ್ ದೆವಾಚ್ಯಾ ಗೊಸ್ಟಿಕ್ ಖಾಲ್ತಿ ಹೊವ್ನ್ ಚಲಿನಸ್ತಾನಾ ಪಾಪ್ ಕರಲ್ಲ್ಯಾ ಸಾರ್ಕೆ ಪಾಪ್ ಕರುನಸಲ್ಲ್ಯಾ ವರ್ತಿ ಸೈತ್ ಮರ್ನಾನ್ ಅದಿಕಾರ್ ಚಾಲ್ವುಲ್ಯಾನ್. ಆದಾಮಾನ್ ಜೊ ಕೊನ್ ಯೆತಲೊ ಹಾಯ್ ತ್ಯಾ ಕ್ರಿಸ್ತಾಕ್ ದಾಕ್ವುನ್ ದಿತಲೊ ಹೊವ್ನ್ ಹೊತ್ತೊ.