Romans 5:15 — Compare Translations

7 translations compared side by side

Odia - 1840
"କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନକେ ଲୋକ ମୃତ୍ଯୁ ବରଣ କଲେ। କିନ୍ତୁ ପରମେଶ୍ବରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନକେ ଲୋକ ଜଣେ ଲୋକର ଅନୁଗ୍ରହ ହତେୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ଵାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ଵରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏ ଦୁହିଁଙ୍କ ମଧ୍ୟରେ ବହୁତ ପାର୍ଥକ୍ୟ ଅଛି। ଆଦମଙ୍କ ପାପ ଓ ଈଶ୍ୱରଙ୍କ ଅମୂଲ୍ୟ ଦାନର ଶକ୍ତି ସମାନ ନୁହେଁ। ଗୋଟିଏ ବ୍ୟକ୍ତିର ପାପ ହେତୁ ଅନେକେ ମୃତ୍ୟୁଭୋଗ କଲେ। କିନ୍ତୁ ଈଶ୍ୱର ତାଙ୍କ ମହା ଅନୁଗ୍ରହରେ, ଆଉ ଜଣେ ବ୍ୟକ୍ତି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କ ପାଇଁ ଯେଉଁ ଦାନର ବ୍ୟବସ୍ଥା କଲେ, ତାହା ଅଧିକ ଶକ୍ତିଶାଳୀ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନେକ ଲୋକ ମୃତ୍ୟୁ ବରଣ କଲେ। କିନ୍ତୁ ପରମେଶ୍ୱରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନେକ ଲୋକ ଜଣେ ଲୋକର ଅନୁଗ୍ରହ ହେତୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ୱରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ಆದಾಮ್ ಅನಿ ಕ್ರಿಸ್ತ್ ಎಕ್ಲೊಚ್ ನ್ಹಯ್ ಕಶ್ಯಾಕ್‍ ಮಟ್ಲ್ಯಾರ್ ದೆವ್‍ ಅಮ್ಕಾ ದಿತಲಿ ಘುಕೊಟ್ಚಿ ದೆನ್ಗಿ ಆದಾಂವಾಚೊ ಪಾಪ್ ನ್ಹಯ್. ಎಕ್ ಮಾನ್ಸಾಚ್ಯಾ ಪಾಪಾಕ್ ಲಾಗುನ್ ಲೈ ಲೊಕಾ ಮರ್ಲಿ ಹೆ ಖರೆ ಹಾಯ್. ಖರೆ ದೆವಾಚ್ಯಾ ಕುರ್ಪೆ ವೈನಾ ಲೈ ಲೊಕಾಕ್ನಿ ಹಿ ಕುರ್ಪಾ ಎಕ್ ಫುಕೊಟ್ಚಿ ದೆನ್ಗಿ ಸರ್ಕಿ ದಿವ್ನ್ ಹೊಲಾ, ತೊಚ್ ಜೆಜು ಕ್ರಿಸ್ತ್.