Romans 5:17 — Compare Translations

7 translations compared side by side

Odia - 1840
"ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ଯୁ ସମସ୍ତଙ୍କ ଉପରେ ରାଜତ୍ବ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ବରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର 'ଧାର୍ମିକ' ହବୋ ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ଯ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସହେି ଲୋକମାନେ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଶାସନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ଵାରା ମୃତ୍ୟୁ ରାଜତ୍ଵ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ଵ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ଜଣେ ମନୁଷ୍ୟର ପାପ ହେତୁ, ମୃତ୍ୟୁର ଆଧିପତ୍ୟ ପ୍ରତିଷ୍ଠିତ ହେଲା; କିନ୍ତୁ ଅନ୍ୟ ଜଣେ ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ ଯାହା କରିଛନ୍ତି, ତାହା କେଡ଼େ ମହତ୍ତର! ଯେଉଁ ସମସ୍ତେ ଈଶ୍ୱରଙ୍କ ପ୍ରଚୁର ଅନୁଗ୍ରହରୁ ବିନା ମୂଲ୍ୟରେ ଈଶ୍ୱରଙ୍କ ନିକଟରେ ଧାର୍ମିକ ବିବେଚିତ ହେବେ, ସେମାନେ ଖ୍ରୀଷ୍ଟଙ୍କ ସହିତ ବିଜୟୀ ଜୀବନ ଯାପନ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ପାପ କଲା, ସେଥିପାଇଁ ସେ ଜଣକ ଲାଗି, ମୃତ୍ୟୁ ସମସ୍ତଙ୍କ ଉପରେ ରାଜତ୍ୱ କଲା। କିନ୍ତୁ ଏବେ କିଛି ଲୋକ ପରମେଶ୍ୱରଙ୍କ ପୂର୍ଣ୍ଣ ଦୟା ଓ ତାହାଙ୍କର ‘ଧାର୍ମିକ’ ହେବା ଭଳି ବିରାଟ ଅନୁଗ୍ରହଦାନକୁ ମଧ୍ୟ ଗ୍ରହଣ କରନ୍ତି। ଏହା ନିଶ୍ଚିତ ଯେ ସେ ଲୋକମାନେ ପ୍ରକୃତ ଜୀବନ ପ୍ରାପ୍ତ କରିବେ, ଓ ସେହି ଲୋକମାନେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାସନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍‍ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಮಾನ್ಸಾಕ್ ಲಾಗುನ್ ಎಕ್ ಮಾನ್ಸಾಚ್ಯಾ ಪಾಪಾಕ್ ಲಾಗುನ್ ಮರ್‍ನಾನ್ ಅಪ್ನಾಚೊ ಅದಿಕಾರ್ ಚಾಲ್ವುಕ್ ಚಾಲು ಕರ್‍ಲ್ಯಾನ್ ತೆ ಖರೆ ಹಾಯ್. ಖರೆ ಎಕ್ಲ್ಯಾನ್ ಜೆಜು ಕ್ರಿಸ್ತಾನ್ ಕರಲ್ಲ್ಯಾ ಕಾಮಾ ವೈನಾ ಪಡಲ್ಲೊ ಪ್ರಭಾವ್ ಕವ್ಡೊ ಮೊಟೊ! ದೆವಾಚಿ ಮಾಪುಕ್ ಹೊಯ್ನಾ ತವ್ಡಿ ಮೊಟಿ ಕುರ್ಪಾ ಘೆಟಲ್ಲ್ಯಾ ಸಗ್ಳ್ಯಾ ಜಾನಾಕ್ನಿ ಫುಕೊಟ್ ತೆನಿ ಖರ್ಯ್ಯಾ ವಾಟೆನ್ ಚಲ್ತಲಿ ಲೊಕಾ ಮನುನ್ ಠರ್ವುನ್ ಹೊತಾ ಅನಿ ತೆನಿ ಕ್ರಿಸ್ತಾಚ್ಯಾ ಜಿವಾನಿ ಭರುನ್ ಅದಿಕಾರ್ ಚಾಲ್ವುತ್ಯಾತ್.