Romans 5:18 — Compare Translations

7 translations compared side by side

Odia - 1840
"ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ଯୁ ରେ ଦଣ୍ଡିତ କଲା, ସହେି ଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସହେି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଜଣକର ଅପରାଧର ଫଳ ସ୍ଵରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ତାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ଵରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣକର ପାପ ଯେପରି ସମଗ୍ର ମନୁଷ୍ୟ ଜାତିକୁ ଦଣ୍ଡନୀୟ କରାଇଲ. ସେହିପରି ଜଣକର ଧାର୍ମିକତା ସମଗ୍ର ମନୁଷ୍ୟ ଜାତି ପାଇଁ ମୁକ୍ତି ଓ ଜୀବନର ସୁଯୋଗ ଆଣି ଦେଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ୟୁରେ ଦଣ୍ଡିତ କଲା, ସେହିଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସେହି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರಾತಾನಾ, ಕಶೆ ಎಕ್ ಮಾನ್ಸಾಚ್ಯಾ ಪಾಪಾ ವೈನಾ ಚುಕಿದಾರ್ ಮನ್ತಲೊ ನಿರ್‍ನಯ್ ಯೆಲೊ, ತೆಸೆಚ್ ಎಕ್ಲೊ ಖರ್ಯ್ಯಾ ವಾಟೆನ್ ಚಲ್ತಲೊ ಸಗ್ಳ್ಯಾ ಲೊಕಾಕ್ನಿ ಸ್ವತಂತ್ರ್ ಕರ್‍ತಾ ಅನಿ ಜಿವ್ ದಿತಾ.