Romans 5:19 — Compare Translations
7 translations compared side by side
Odia - 1840
"ଜଣେ ଲୋକ ପରମେଶ୍ବରଙ୍କୁ ଅବଜ୍ଞା କଲା ଓ ଅନକେ ଲୋକ ପାପୀ ହାଇେ ଗଲେ। କିନ୍ତୁ ସହେିପରି ଜଣେ ଲୋକ ପରମେଶ୍ବରଙ୍କୁ ମାନିଲା ଓ ଅନକେ ଲୋକ ଧାର୍ମିକ ହାଇେ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ଵାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ଵାରା ଅନେକେ ଧାର୍ମିକ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣକର ଅବାଧ୍ୟତା ଲାଗି ଯେପରି ସମସ୍ତେ ପାପୀ ହେଲେ, ସେହିପରି ଜଣକର ଆଜ୍ଞାବହତା ଯୋଗୁଁ ସମସ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ପରମେଶ୍ୱରଙ୍କୁ ଅବଜ୍ଞା କଲା ଓ ଅନେକ ଲୋକ ପାପୀ ହୋଇ ଗଲେ। କିନ୍ତୁ ସେହିପରି ଜଣେ ଲୋକ ପରମେଶ୍ୱରଙ୍କୁ ମାନିଲା ଓ ଅନେକ ଲୋକ ଧାର୍ମିକ ହୋଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ಎಕ್ ಮಾನ್ಸಾನ್ ದೆವಾಕ್ ಖಾಲ್ತಿ ಹೊವ್ನ್ ಚಲಿನಸಲ್ಲ್ಯಾ ವೈನಾ ಸಗ್ಳ್ಯಾ ಲೊಕಾಕ್ನಿ ಪಾಪಿ ಮನುನ್ ಹೊಲೆ. ತಸೆಚ್ ಅನಿ ಎಕ್ ಮಾನ್ಸಾನ್ ದೆವಾಕ್ ಖಾಲ್ತಿ ಹೊವ್ನ್ ಚಲಲ್ಲ್ಯಾ ವೈನಾ ಸಗ್ಳ್ಯಾ ಲೊಕಾಕ್ನಿ ಖರೆ ವಾಟೆನ್ ಚಲ್ತಲಿ ಲೊಕಾ ಮನುನ್ ಠರ್ವುನ್ ಹೊತಾ.