Romans 5:2 — Compare Translations

7 translations compared side by side

Odia - 1840
"ଏବେ ଆମ୍ଭେ ଏହି ଅନୁଗ୍ରହ ରେ ରହିଛୁ ଓ ଆମ୍ଭେ ପରମେଶ୍ବରଙ୍କ ଏହି ମହିମା ରେ ଭାଗୀଦର ହାଇେଥିବା ଆଶା ରେ ଆନନ୍ଦିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ଵାରା ବିଶ୍ଵାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ଵରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଯୀଶୁ ଆମ୍ଭମାନଙ୍କ ବିଶ୍ୱାସ ଯୋଗୁଁ ବର୍ତ୍ତମାନ ଆମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହର ଅନୁଭୂତି ପ୍ରଦାନ କରିଛନ୍ତି। ତେଣୁ ଈଶ୍ୱରଙ୍କ ଗୌରବରେ ଅଂଶୀ ହେବାର ଆଶା ଆମ୍ଭମାନଙ୍କୁ ଉତ୍ଫୁଲ୍ଲ କରି ରଖିଛି।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ଆମ୍ଭେ ଏହି ଅନୁଗ୍ରହରେ ରହିଛୁ ଓ ଆମ୍ଭେ ପରମେଶ୍ୱରଙ୍କ ଏହି ମହିମାରେ ଭାଗୀଦର ହୋଇଥିବା ଆଶାରେ ଆନନ୍ଦିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಅಮಿ ಅಸಲ್ಲ್ಯಾ ದೆವಾಚ್ಯಾ ಕುರ್ಪೆಚ್ಯಾ ಅನ್ಭೊಗಾತ್ ವಿಶ್ವಾಸಾ ವೈನಾ ತೆನಿ ಅಮ್ಕಾ ಘೆವ್ನ್ ಯೆಲ್ಯಾನಾಯ್. ತೆಚೆಸಾಟ್ನಿ ದೆವಾಚಿ ಮಹಿಮಾ ವಾಟುನ್ ಘೆತಲ್ಯಾ ಹ್ಯಾ ಬರೊಸ್ಯಾತ್ ಅಮಿ ಘಮಂಡಿನ್ ಹಾಂವ್.