Romans 5:20 — Compare Translations
7 translations compared side by side
Odia - 1840
"ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାଛଡ଼ା ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ବ୍ୟବସ୍ଥାର ପ୍ରଚଳନ ଯୋଗୁଁ କୁକର୍ମ ବୃଦ୍ଧି ପାଇଲା। କିନ୍ତୁ ପାପର ବୃଦ୍ଧି ସଙ୍ଗେ ସଙ୍ଗେ ଈଶ୍ୱରଙ୍କ ଅନୁଗ୍ରହ ମଧ୍ୟ ଅଧିକ ପ୍ରଚୁର ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଅଧିକ ପାପ କରିବା ପାଇଁ ବ୍ୟବସ୍ଥା ଆସିଲା, କିନ୍ତୁ ଯେତେବେଳେ ଲୋକେ ଅଧିକ ପାପ କଲେ, ପରମେଶ୍ୱର ସେମାନଙ୍କୁ ପ୍ରଚୁର ମାତ୍ରାରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Odia IRV 2017 (ଓଡିଆ ବାଇବେଲ)
ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದೆ ಯೆಲ್ಲ್ಯಾ ವೈನಾ ಚುಕ್ ಕರ್ತಲೆಬಿ ಜಾಸ್ತಿ ಹೊಲೆ; ಖರೆ ಪಾಪ್ ಜಾಸ್ತಿ ಹೊಲ್ಲ್ಯಾ ತನ್ನಾ, ದೆವಾಚಿ ಕುರ್ಪಾ ಜಾಸ್ತಿ-ಜಾಸ್ತಿ ಹೊವ್ನ್ ಗೆತ್ ಗೆಲಿ.