Romans 5:3 — Compare Translations

7 translations compared side by side

Odia - 1840
"ଆମ୍ଭମାନେେ ଆମ୍ଭର କ୍ଲେଶଗୁଡ଼ିକ ଥାଇ ମଧ୍ଯ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ର୍ଧୈୟ୍ଯବାନ କରାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ।।, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ସତ୍ଚରିତ୍ର,
Odia BSI (ପବିତ୍ର ବାଇବଲ (CL) NT (BSI))
ସବୁ ପ୍ରକାର ଦୁଃଖ କ୍ଲେଶରେ ମଧ୍ୟ ଆମ୍ଭେମାନେ ଆନନ୍ଦ ଅନୁଭବ କରୁଛୁ, କାରଣ ବିଚଳିତ ନ ହୋଇ କ୍ଳେଶ ସହିବା ଦ୍ୱାରା ମନରେ ଧୈର୍ଯ୍ୟ ଆସେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଆମ୍ଭର କ୍ଳେଶଗୁଡ଼ିକ ଥାଇ ମଧ୍ୟ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ଧୈର୍ଯ୍ୟବାନ କରାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
Odia IRV 2017 (ଓଡିଆ ବାଇବେଲ)
କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತವ್ಡೆಚ್ ಅಮ್ಚ್ಯಾ ತರಾಸಾಂಚ್ಯಾ ಸಾಟ್ನಿಬಿ ಅಮಿ ಖುಶಿ ಹೊತಾಂವ್ ಕಶ್ಯಾಕ್ ಮಟ್ಲ್ಯಾರ್, ಕಸ್ಟಾ ಅಮ್ಚಿ ಸೊಸುನ್ ಘೆವ್ನ್ ಜಾತಲಿ ತಾಕತ್ ಜಾಸ್ತಿ ಕರ್‍ತ್ಯಾತ್,