Romans 5:4 — Compare Translations

7 translations compared side by side

Odia - 1840
"ଏହି ର୍ଧୈୟ୍ଯ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସତ୍ଚରିତ୍ରରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧୈର୍ଯ୍ୟରୁ ବଳିଷ୍ଠ ଚରିତ୍ର ଓ ବଳିଷ୍ଠ ଚରିତ୍ରରୁ ଭରସା ଜାତ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଧୈର୍ଯ୍ୟ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೊಸುನ್ ಘೆವ್ನ್ ಜಾತಲೆ ಬರೊ ಸ್ವಬಾವ್ ಉತ್ಪನ್ನ್ ಕರ್‍ತಾ, ತೊ ಸ್ವಬಾವ್ ಬರೊಸೊ ಉತ್ವನ್ನ್ ಹೊಯ್ ಸರ್ಕೆ ಕರ್‍ತಾ.