Romans 5:6 — Compare Translations

7 translations compared side by side

Odia - 1840
"ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ ଅସହାୟ ଥିବାବେଳେ ଈଶ୍ୱରଙ୍କ ନିରୂପିତ ସମୟରେ ଖ୍ରୀଷ୍ଟ ପାପୀମାନଙ୍କ ପାଇଁ ମୃତ୍ୟୁଭୋଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಆದಾರ್ ನಸಲ್ಲ್ಯಾ ಸಾರ್ಕೆ ಹೊತ್ತ್ಯಾ ತನ್ನಾ ಕ್ರಿಸ್ತ್ ದೆವಸ್ಪಾನ್ ನಸಲ್ಲ್ಯಾ ಅಮ್ಚ್ಯಾ ಸಾಟ್ನಿ ಮರ್ಲೊ.