Romans 5:8 — Compare Translations
7 translations compared side by side
Odia - 1840
"କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ଯୁ ବରଣ କଲେ। ଏହା ଦ୍ବାରା ପରମେଶ୍ବର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ ରମେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ଵର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମ୍ଭେମାନେ ପାପୀ ଥିବାବେଳେ ଯୀଶୁ ଆମ ପାଇଁ ନିଜର ପ୍ରାଣ ଦେଲେ। ଏହା ଦ୍ୱାରା ଈଶ୍ୱର ଆମ୍ଭମାନଙ୍କୁ କେତେ ପ୍ରେମ କରନ୍ତି, ତାହା ସେ ପ୍ରକାଶ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ସମସ୍ତେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଆମ୍ଭ ପାଇଁ ମୃତ୍ୟୁ ବରଣ କଲେ। ଏହା ଦ୍ୱାରା ପରମେଶ୍ୱର ପ୍ରମାଣିତ କଲେ ଯେ, ସେ ଆମ୍ଭକୁ ବହୁତ ପ୍ରେମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ,ಅಮಿ ಪಾಪಿ ಹೊತ್ತಾಂವ್ ತನ್ನಾ ಕ್ರಿಸ್ತ್ ಅಮ್ಚ್ಯಾಸಾಟ್ನಿ ಮರ್ಲೊ ಅಶೆ ದೆವಾನ್ ತೊ ಅಮ್ಚೊ ಕವ್ಡೊ ಪ್ರೆಮ್ ಕರ್ತಾ ಮನುನ್ ದಾಕ್ವುನ್ ದಿಲ್ಯಾನ್.