Romans 5:9 — Compare Translations

7 translations compared side by side

Odia - 1840
"ଆମ୍ଭେ ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେଛୁ। ସେଥିପାଇଁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କର କୋରଧରୁ ନିଶ୍ଚିତ ଭାବେ ରକ୍ଷା ପାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ଵାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ଵାରା ଈଶ୍ଵରଙ୍କ କ୍ରୋଧରୁ ରକ୍ଷା ପାଇବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ପ୍ରାଣବଳି ଦ୍ୱାରା ଈଶ୍ୱର ଆମକୁ ଧାର୍ମିକ ରୂପେ ଗ୍ରହଣ କରିଛନ୍ତି। ତାହାହେଲେ ଈଶ୍ୱରଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବାକୁ ଖ୍ରୀଷ୍ଟ କେତେ ମନୋଯୋଗୀ ନ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। ସେଥିପାଇଁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କର କ୍ରୋଧରୁ ନିଶ୍ଚିତ ଭାବେ ରକ୍ଷା ପାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ କ୍ରୋଧରୁ ରକ୍ଷା ପାଇବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ರಗ್ತಾ ವೈನಾ ಅಮ್ಕಾ ದೆವಾಚ್ಯಾ ಇದ್ರಾಕ್ ನಿತಿವಂತ್ ಮನುನ್ ಠರ್‍ವುನ್ ಹೊಲ್ಲೆ ಹಾಯ್; ಅಶೆ ರ್‍ಹಾತಾನ್ ಖರೆಚ್ ತೆನಿ ಅಮ್ಕಾ ದೆವಾಚ್ಯಾ ರಾಗಾತ್ನಾ ಹುರ್ವುನ್ ಘೆಟ್ಲ್ಯಾನಾಯ್.