Romans 6:1 — Compare Translations
7 translations compared side by side
Odia - 1840
"ତା' ହେଲେ ତୁମ୍ଭମାନେେ ଭାବୁଛ ଯେ ଆମ୍ଭେ ସର୍ବଦା ପାପ କରି ଚ଼ାଲି ଥିବା ଯାହା ପାଇଁ ପରମେଶ୍ବର ଆମ୍ଭକୁ ଆହୁରି ଅଧିକ ଅନୁଗ୍ରହ ପ୍ରଦାନ କରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା?
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ କଅଣ କହିବା? ଈଶ୍ୱରଙ୍କ ଅନୁଗ୍ରହ ଆହୁରି ପ୍ରଚୁର ହେବ ବୋଲି ଆମେ କଅଣ ପାପରେ ଜୀବନ ଯାପନ କରିବା?
Odia Bible ERV 2004 (ପବିତ୍ର ବାଇବଲ)
ପାପ ପାଇଁ ମୃତ, କିନ୍ତୁ ଖ୍ରୀଷ୍ଟଙ୍କ ପ୍ରତି ଜୀବିତ ତା’ହେଲେ ତୁମ୍ଭେମାନେ ଭାବୁଛ ଯେ ଆମ୍ଭେ ସର୍ବଦା ପାପ କରି ଗ୍ଭଲି ଥିବା ଯାହା ପାଇଁ ପରମେଶ୍ୱର ଆମ୍ଭକୁ ଆହୁରି ଅଧିକ ଅନୁଗ୍ରହ ପ୍ରଦାନ କରିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା?
Odia IRV 2017 (ଓଡିଆ ବାଇବେଲ)
ତେବେ, ଆମ୍ଭେମାନେ କ'ଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಜಾಲ್ಯಾರ್ ಅಮಿ ಕಾಯ್ ಮನ್ತಲೆ? ದೆವಾಚಿ ಕುರ್ಪಾ ಜಾಸ್ತಿ ಹೊವ್ನ್ಗೆತ್ ಜಾಂವ್ದಿತ್ ಮನುನ್ ಪಾಪುಚ್ ಕರುನ್ಗೆತ್ ರ್ಹಾವ್ಚೆ ಕಾಯ್?