Romans 6:10 — Compare Translations

7 translations compared side by side

Odia - 1840
"ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁ କଲେ, ସେ ପାପର ଶକ୍ତିକୁ ଥରେ ମାତ୍ର ହରାଇବା ପାଇଁ ମୃତ୍ଯୁ କଲେ, ଏହା ସବୁ ଦିନ ପାଇଁ ୟଥେଷ୍ଟ ଥିଲା। ଏବେ ସେ ଯେଉଁ ଜୀବନ ଯାପନ କରନ୍ତି ତାହା ପରମେଶ୍ବରଙ୍କ ପାଇଁ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ଦ୍ଵାରା ସେ ଏକାଥରେ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ଵରଙ୍କ ପ୍ରତି ଜୀବିତ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ଦ୍ୱାରା ପାପର ଶକ୍ତିରୁ ଏକାବେଳକେ ବିମୁକ୍ତ ହେଲେ। ସେ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଛନ୍ତି, ତାହା ଈଶ୍ୱରଙ୍କ ସହିତ ସଂଯୁକ୍ତ ଜୀବନ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁ କଲେ, ସେ ପାପର ଶକ୍ତିକୁ ଥରେ ମାତ୍ର ହରାଇବା ପାଇଁ ମୃତ୍ୟୁ କଲେ, ଏହା ସବୁ ଦିନ ପାଇଁ ଯଥେଷ୍ଟ ଥିଲା। ଏବେ ସେ ଯେଉଁ ଜୀବନଯାପନ କରନ୍ତି ତାହା ପରମେଶ୍ୱରଙ୍କ ପାଇଁ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ବରଙ୍କ ପ୍ରତି ଜୀବିତ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೊ ಎಗ್ದಾಚ್ ಮರ್ಲೊ ತೆಚೆಸಾಟ್ನಿ ಪಾಪಾಕ್ ತೆಚೆ ವರ್‍ತಿ ಕಸ್ಲೊಬಿ ಅದಿಕಾರ್ ನಾ, ಅತ್ತಾ ತೊ ದೆವಾಚ್ಯಾ ವಾಂಗ್ಡಾ ಜಿವನ್ ಕರ್‍ತಾ.