Romans 6:11 — Compare Translations
7 translations compared side by side
Odia - 1840
"ସହେି ଭଳି ତୁମ୍ଭମାନେେ ମଧ୍ଯ ପାପର ଶକ୍ତି ବିଷୟ ରେ ନିଜକୁ ମୃତ ବୋଲି ଭାବିବା ଉଚ଼ିତ। ତୁମ୍ଭମାନେେ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଇଁ ଜୀବିତ ବୋଲି ଅନୁଭବ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ଵରଙ୍କ ପ୍ରତି ଜୀବିତ ବୋଲି ଗଣନା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିପରି ତୁମ୍ଭେମାନେ ମଧ୍ୟ ପାପ ପ୍ରତି ମୃତ ହୋଇଛ ବୋଲି ମନେକର। ତୁମ୍ଭେମାନେ ଏବେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଜୀବନରେ ଈଶ୍ୱରଙ୍କ ସହ ସଂଯୁକ୍ତ ହୋଇଛ।
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି ତୁମ୍ଭେମାନେ ମଧ୍ୟ ପାପର ଶକ୍ତି ବିଷୟରେ ନିଜକୁ ମୃତ ବୋଲି ଭାବିବା ଉଚିତ୍। ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଇଁ ଜୀବିତ ବୋଲି ଅନୁଭବ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ತುಮಿ ತುಮ್ಚ್ಯಾ ವಾಟ್ಯಾಕ್ ಪಾಪಾಕ್ ಮರ್ಲ್ಯಾಶಿ, ಖರೆ ಜೆಜು ಕ್ರಿಸ್ತಾಚ್ಯಾ ವೈನಾ ದೆವಾಚ್ಯಾ ವಾಂಗ್ಡಾ ಜಿವನ್ ಕರುಕ್ ಲಾಗ್ಲ್ಯಾಶಿ ಮನುನ್ ಚಿಂತಾ.