Romans 6:12 — Compare Translations

7 translations compared side by side

Odia - 1840
"କିନ୍ତୁ ପାପ ଯେପରି ତୁମ୍ଭମାନଙ୍କର ଶରୀରକୁ ରାଜତ୍ବ ନକରୁ। ତୁମ୍ଭମାନଙ୍କର ପାପପୂର୍ଣ୍ଣ ସ୍ବଭାବ ଦ୍ବାରା ତୁମ୍ଭମାନେେ ଯେପରି ଶାସିତ ନହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ଵ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ-ଗୁଡ଼ାକର ବଶବର୍ତ୍ତୀ ହେବ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ମର ଶରୀର ଉପରେ ପାପ ଆଉ ରାଜତ୍ୱ ନ କରୁ; ତୁମ୍ଭେମାନେ ଆଉ କୌଣସି ଶାରୀରିକ ଅଭିଳାଷର ବଶବର୍ତ୍ତୀ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପାପ ଯେପରି ତୁମ୍ଭମାନଙ୍କର ଶରୀରକୁ ରାଜତ୍ୱ ନ କରୁ। ତୁମ୍ଭମାନଙ୍କର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ତୁମ୍ଭେମାନେ ଯେପରି ଶାସିତ ନ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷଗୁଡ଼ାକର ବଶବର୍ତ୍ତୀ ହେବ;
Odia IRV 2017 (ଓଡିଆ ବାଇବେଲ)
ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ತುಮ್ಚ್ಯಾ ನಾಸ್ ಹೊತಲ್ಯಾ ತುಮ್ಚ್ಯಾ ಸದ್ದಿಚ್ಯಾ ಚಾಲಿಕ್ ತುಮಿ ಖಾಲ್ತಿ ಹೊವ್ನ್ ಚಲಿ ಸರ್ಕೆ ಕರ್‍ತಲ್ಯಾ ಪಾಪಾನ್ ಅನಿ ಫಿಡೆ ತುಮ್ಚ್ಯಾ ವರ್‍ತಿ ಅದಿಕಾರ್ ಚಾಲ್ವುಚೆ ನ್ಹಯ್.