Romans 6:13 — Compare Translations

7 translations compared side by side

Odia - 1840
"ପାପର ସବୋ କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼କକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ଯବହାର କର ନାହିଁ। ତା' ପରିବର୍ତେ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗହୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ବରଙ୍କଠା ରେ ସମର୍ପଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିମ୍ଵା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ଵରଙ୍କ ନିକଟରେ ସମର୍ପଣ କର, ପୁଣି ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ଵରଙ୍କ ନିକଟରେ ସମର୍ପଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ନିଜକୁ କୌଣସି ପ୍ରକାରେ ପାପ ନିକଟରେ ସମର୍ପଣ କରି ଦୁଷ୍କର୍ମର ଅସ୍ତ୍ର ରୂପେ ବ୍ୟବହୃତ ହୁଅ ନାହିଁ। ବରଂ ମୃତ୍ୟୁରୁ ରକ୍ଷା ପାଇ ଜୀବନ ପ୍ରାପ୍ତ ହୋଇ ଥିବାରୁ ତୁମ୍ଭେମାନେ ସତ୍କାର୍ଯ୍ୟ ସାଧନ ପାଇଁ ନିଜ ନିଜକୁ ସମ୍ପୂର୍ଣ୍ଣଭାବେ ଈଶ୍ୱରଙ୍କଠାରେ ସମର୍ପଣ କର।
Odia Bible ERV 2004 (ପବିତ୍ର ବାଇବଲ)
ପାପର ସେବା କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗଗୁଡ଼ିକକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ୟବହାର କର ନାହିଁ। ତା’ ପରିବର୍ତ୍ତେ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗଗୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ୱରଙ୍କଠାରେ ସମର୍ପଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।
Odia IRV 2017 (ଓଡିଆ ବାଇବେଲ)
କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾಹೊಲ್ಯಾರ್ ಬುರ್ಶ್ಯಾ ಉದ್ದೆಶಾಂಚ್ಯಾಸಾಟ್ನಿ ವಾಪ್ರುನ್ ಪಾಪಾತ್ ಪಡುಕ್ ತುಮ್ಚ್ಯಾ ಅಂಗಾಚ್ಯಾ ಖಲ್ಯಾಬಿ ಭಾಗಾಕ್ ತುಮಿ ಸೊಡುನ್ ದಿವ್ನಕಾಶಿ, ಹೆಚ್ಯಾ ಬದ್ಲಾಕ್, ಜೆ ಕೊನ್ ಮರ್‍ನಾತ್ನಾ ಝಿತ್ತೆ ಹೊವ್ನ್ ಉಟಲ್ಲೆ ಹಾತ್, ತೆಂಚ್ಯಾ ಸರ್ಕೆ ತುಮ್ಕಾಚ್ ತುಮಿ ದೆವಾಚ್ಯಾ ತಾಬೆತ್ ಒಪ್ಸುನ್ ದಿವಾ, ಅನಿ ತುಮ್ಚೊ ಸ್ವಬಾವ್ ಖರ್ಯಾ ಪಾನಾಚ್ಯಾ ಉದ್ದೆಸಾಂಚ್ಯಾಸಾಟಿ ವಾಪರ್ತಲ್ಯಾತ್ ಒಪ್ಸುನ್ ದಿವ್ನ್ ಸೊಡಾ.