Romans 6:14 — Compare Translations
7 translations compared side by side
Odia - 1840
"ପାପ ତୁମ୍ଭମନଙ୍କର ସ୍ବାମୀ ହବେ ନାହିଁ। କାରଣ ତୁମ୍ଭମାନେେ ବ୍ଯବସ୍ଥାର ବନ୍ଧନ ରେ ନୁହଁ। ତୁମ୍ଭମାନେେ ଏବେ ପରମେଶ୍ବରଙ୍କ ଅନୁଗ୍ରହ ରେ ଜୀବିତ ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ ନାହିଁ, ଯେଣୁ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ ନ କରୁ। ତୁମ୍ଭେମାନେ ଆଉ ବ୍ୟବସ୍ଥାର ଅଧୀନ ନୁହଁ। କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହରେ ଆଶ୍ରିତ।
Odia Bible ERV 2004 (ପବିତ୍ର ବାଇବଲ)
ପାପ ତୁମ୍ଭମାନଙ୍କର ସ୍ୱାମୀ ହେବ ନାହିଁ। କାରଣ ତୁମ୍ଭେମାନେ ବ୍ୟବସ୍ଥାର ବନ୍ଧନରେ ନୁହଁ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କ ଅନୁଗ୍ରହରେ ଜୀବିତ ଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।
Odia IRV 2017 (ଓଡିଆ ବାଇବେଲ)
କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಪ್ ತುಮ್ಚೊ ಯಜಮಾನ್ ಹೊತಲೆ ನಕ್ಕೊ; ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ ಖಾಯ್ದ್ಯಾಂಚ್ಯಾ ತಾಬೆತ್ ನಾಶಿ ದೆವಾಚ್ಯಾ ಕುರ್ಪೆಚ್ಯಾ ತಾಬೆತ್ ಹಾಸಿ.