Romans 6:15 — Compare Translations

7 translations compared side by side

Odia - 1840
"ତା' ହେଲେ ଆମ୍ଭେ କ'ଣ କରିବା ଉଚ଼ିତ? ଆମ୍ଭେ ବ୍ଯବସ୍ଥାର ଅଧିନ ନୋହୁଁ, କିନ୍ତୁ ଅନୁଗ୍ରହର ଅଧିନ ବୋଲି କଣ ପାପ କରି ଚ଼ାଲିଥିବା? ଅବଶ୍ଯ ନୁହେଁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ କଅଣ? ଆମ୍ଭେମାନେ ଯେ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାହେଲେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନ ନ ହୋଇ ଈଶ୍ୱରଙ୍କ ଅନୁଗ୍ରହପ୍ରାପ୍ତ ବୋଲି କଅଣ ପାପ କରୁଥିବା? କଦାପି ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକତାର ଦାସ ତା’ହେଲେ ଆମ୍ଭେ କ’ଣ କରିବା ଉଚିତ୍? ଆମ୍ଭେ ବ୍ୟବସ୍ଥାର ଅଧୀନ ନୋହୁଁ, କିନ୍ତୁ ଅନୁଗ୍ରହର ଅଧୀନ ବୋଲି କ’ଣ ପାପ କରି ଗ୍ଭଲିଥିବା? ଅବଶ୍ୟ ନୁହେଁ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।
Odia IRV 2017 (ଓଡିଆ ବାଇବେଲ)
ତେବେ କ'ଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಹೊಲ್ಯಾರ್ ಕಾಯ್? ಅಮಿ ಖಾಯ್ದ್ಯಾಚ್ಯಾ ತಾಬೆತ್ ನಾವ್, ದೆವಾಚ್ಯಾ ಕುರ್ಪೆಚಾ ತಾಬೆತ್ ಹಾಂವ್ ಮನುನ್ ಕಾಯ್? ಹೊಲೆ? ಪಾಪಾ ಕರುಂವಾ ಕಾಯ್? ಹೆಚೊ ಅರ್ಥ್ ತಸೊ ನ್ಹಯ್!