Romans 6:16 — Compare Translations
7 translations compared side by side
Odia - 1840
"ଏହା ନିଶ୍ଚିତ ଭାବରେ ତୁମ୍ଭମାନେେ ଜାଣ ଯେ ଯେତବେେଳେ ତୁମ୍ଭମାନେେ ଦାସ ଭଳି ନିଜକୁ ସମର୍ପଣ କର, ସେତବେେଳେ ତୁମ୍ଭମାନେେ ପ୍ରକୃତ ରେ ସହେି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭମାନେେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭମାନେେ ପାପର ଚ଼ାକର ହାଇେ ପାରିବ ବା ପରମେଶ୍ବରଙ୍କୁ ମାନିବ। ପାପ ଆଧ୍ଯାତ୍ମିକ ମୃତ୍ଯୁ ଆଣି ଦିଏ। କିନ୍ତୁ ପରମେଶ୍ବରଙ୍କୁ ମାନିଲେ, ପରମେଶ୍ବରଙ୍କଠା ରେ ତୁମ୍ଭମାନେେ ଧାର୍ମିକ ବୋଲି ଗଣିତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୃତ୍ୟୁଜନକ ପାପ କିମ୍ଵା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପୋା ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଅବଶ୍ୟ ଜାଣିଛ, ଯଦି ତୁମେ କାହାର ବଶ୍ୟତା ସ୍ୱୀକାର କରି ତାହାର ସମ୍ପୂର୍ଣ୍ଣ ଆଜ୍ଞାଧୀନ ହୁଅ, ତେବେ ତୁମେ ତା’ର ଦାସ। ଯଦି ପାପର ଦାସ ହୁଅ, ଏହାର ପରିଣାମ ହେବ ମୃତ୍ୟୁ; ଯଦି ଧାର୍ମିକତାର ଅନୁବର୍ତ୍ତୀ ହୁଅ, ତେବେ ଜୀବନ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ନିଶ୍ଚିତ ଭାବରେ ତୁମ୍ଭେମାନେ ଜାଣ ଯେ ଯେତେବେଳେ ତୁମ୍ଭେମାନେ ଦାସ ଭଳି ନିଜକୁ ସମର୍ପଣ କର, ସେତେବେଳେ ତୁମ୍ଭେମାନେ ପ୍ରକୃତରେ ସେହି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭେମାନେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭେମାନେ ପାପର ଗ୍ଭକର ହୋଇ ପାରିବ ବା ପରମେଶ୍ୱରଙ୍କୁ ମାନିବ। ପାପ ଆଧ୍ୟାତ୍ମିକ ମୃତ୍ୟୁ ଆଣି ଦିଏ। କିନ୍ତୁ ପରମେଶ୍ୱରଙ୍କୁ ମାନିଲେ, ପରମେଶ୍ୱରଙ୍କଠାରେ ତୁମ୍ଭେମାନେ ଧାର୍ମିକ ବୋଲି ଗଣିତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ମୃତ୍ୟୁଜନକ ପାପ କିମ୍ବା ଧାର୍ମିିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କ'ଣ ଜାଣ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಜೆ ಕೊನಾಕ್ ತುಮ್ಕಾಚ್ ಗುಲಾಮ್ ಕರುನ್ ಒಪ್ಸುನ್ ದಿತ್ಯಾಶಿ ತ್ಯಾ ಯಜಮಾನಾಕುಚ್ ಖಾಲ್ತಿ ಹೊವ್ನ್ ಚಲುಕ್ ಪಾಜೆ ಮನ್ತಲೆ ತುಮ್ಕಾ ಗೊತ್ತುಚ್ ಹಾಯ್ ಪಾಪಾಚೊ ಪ್ರತಿಪಳ್ ಮರಾನ್, ನಾಹೊಲ್ಯಾರ್ ದೆವಾಕ್ ಖಾಲ್ತಿ ಹೊವ್ನ್ ಚಲ್ತಲ್ಯಾಕ್ ಖರ್ಯಾ ವಾಟೆನ್ ಚಲ್ತಲೊ ಮನುನ್ ಠರ್ವುತಾ.