Romans 6:17 — Compare Translations

7 translations compared side by side

Odia - 1840
"ଅତୀତ ରେ ତୁମ୍ଭମାନେେ ପାପର ଦାସ ଥିଲ, ପାପ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ରଖିଥିଲା। କିନ୍ତୁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ, ଯେ ତୁମ୍ଭମାନଙ୍କୁ ଯାହା ଶିକ୍ଷା ଦିଆଗଲା ତାହା ତୁମ୍ଭମାନେେ ସମସ୍ତ ହୃଦୟର ସହିତ ପାଳନ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି, ଯଦିଓ ଦିନେ ତୁମ୍ଭେମାନେ ପାପର ଦାସ ଥିଲ, ତୁମେ ବର୍ତ୍ତମାନ ସୁସମାଚାରରୁ ଶିକ୍ଷା କରିଥିବା ସତ୍ୟଗୁଡ଼ିକୁ ସର୍ବାନ୍ତଃକରଣରେ ପାଳନ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ତୁମ୍ଭେମାନେ ପାପର ଦାସ ଥିଲ, ପାପ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ରଖିଥିଲା। କିନ୍ତୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ, ଯେ ତୁମ୍ଭମାନଙ୍କୁ ଯାହା ଶିକ୍ଷା ଦିଆଗଲା ତାହା ତୁମ୍ଭେମାନେ ସମସ୍ତ ହୃଦୟର ସହିତ ପାଳନ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾಕ್ ಧನ್ಯವಾದ್ ಹೊಂವ್ದಿತ್! ಕಶ್ಯಾಕ್ ಮಟ್ಲ್ಯಾರ್ ಎಕ್ ಎಳಾರ್ ತುಮಿ ಪಾಪಾಚಿ ಗುಲಾಮಾ ಹೊವ್ನ್ ಹೊತ್ತ್ಯಾಶಿ, ಜಾಲ್ಯಾರ್‍ಬಿ ತುಮಿ ಸ್ವಿಕಾರ್ ಕರಲ್ಲ್ಯಾ ಶಿಕಾಪಾತ್ನಿ ತುಮ್ಕಾ ಗಾವಲ್ಲ್ಯಾ ಖರ್ಯ್ಯಾ ವಿಶಯಾಕ್ನಿ ತುಮಿ ತುಮ್ಚ್ಯಾ ಫುರಾ ಮನಾನಿ ಖಾಲ್ತಿ ಹೊವ್ನ್ ಚಲ್ಲ್ಯಾಶಿ.