Romans 6:18 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କୁ ପାପରୁ ମୁକ୍ତ କରା ହେଲା ଓ ଏବେ ତୁମ୍ଭମାନେେ ଧାମିର୍କତାର ଦାସ ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କୁ ପାପରୁ ମୁକ୍ତ କରାହେଲା ଓ ଏବେ ତୁମ୍ଭେମାନେ ଧାର୍ମିକତାର ଦାସ ହୋଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಪಾಪಾಚ್ಯಾ ಗುಲಾಮ್ ಗಿರಿತ್ನಾ ಸ್ವತಂತ್ರ್ ಕರುನ್ ಹೊಲಾ ಅನಿ ತುಮಿ ಖರ್ಯಾ ಪಾನಾಚ್ಯಾ ವಾಟೆಚಿ ಗುಲಾಮಾ ಹೊಲ್ಯಾಶಿ.