Romans 6:20 — Compare Translations
7 translations compared side by side
Odia - 1840
"ଅତୀତ ରେ ତୁମ୍ଭମାନେେ ପାପର ଦାସ ଥିଲ ଓ ଯାହା ଉତ୍ତମ ତାହା ତୁମ୍ଭମାନଙ୍କୁ ନିୟନ୍ତ୍ରିତ କରି ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ଵନ୍ଧରେ ସ୍ଵାଧୀନ ଥିଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ପାପର ଦାସ ଥିବାବେଳେ, ଧାର୍ମିକତା ପ୍ରତି ଉଦାସୀନ ଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ତୁମ୍ଭେମାନେ ପାପର ଦାସ ଥିଲ ଓ ଯାହା ଉତ୍ତମ ତାହା ତୁମ୍ଭମାନଙ୍କୁ ନିୟନ୍ତ୍ରିତ କରି ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಪಾಪಾಚಿ ಗುಲಾಮಾ ಹೊವ್ನ್ ಹೊತ್ತ್ಯಾ ತನ್ನಾ, ಖರ್ಯಾಪಾನಾನ್ ಚಲ್ತಲ್ಯಾತ್ನಾ ಸ್ವತಂತ್ರ್ ಹೊತ್ತ್ಯಾಶಿ.