Romans 6:21 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭମାନେେ ସଭେଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କଣ ତୁମ୍ଭମାନଙ୍କୁ ସାହାୟ୍ଯ କଲା? ନା, ସେ କର୍ମ ଗୁଡ଼ିକ କବଳେ ଆଧ୍ଯାତ୍ମିକ ମୃତ୍ଯୁ ଆଣିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜା ବୋଧ କରୁଅଛ, କେବଳ ସେତିକି ମାତ୍ର; ସେହିସମସ୍ତର ପରିଣାମ ତ ମୃତ୍ୟୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ତୁମ୍ଭମାନଙ୍କୁ ଯେଉଁ ସବୁ କାର୍ଯ୍ୟ କରିବାକୁ ଲଜ୍ଜାବୋଧ ହେଉଛି, ସେତେବେଳେ ସେସବୁ କରୁଥିଲ। ସେଥିରୁ କି ଲାଭ ପାଇଲ? ସେହି ସବୁ କାର୍ଯ୍ୟର ପରିଣାମ ମୃତ୍ୟୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭେମାନେ ସେଭଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କ’ଣ ତୁମ୍ଭମାନଙ୍କୁ ସାହାଯ୍ୟ କଲା? ନା, ସେ କର୍ମ ଗୁଡ଼ିକ କେବଳ ଆଧ୍ୟାତ୍ମିକ ମୃତ୍ୟୁ ଆଣିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।
Odia IRV 2017 (ଓଡିଆ ବାଇବେଲ)
ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತುಮ್ಕಾ ಲಜ್ಜಾ ದಿಸಿ ಸರ್ಕೆ ಕರ್ತಲ್ಯಾ ತ್ಯಾ ತುಮಿ ಕರಲ್ಲ್ಯಾ ಕಾಮಾಂಚ್ಯಾ ವೈನಾ ತುಮ್ಕಾ ಕಾಯ್ ಗಾವ್ಲೆ? ತ್ಯಾ ಕಾಮಾಂಚೊ ಪ್ರತಿಪಳ್ ಮರಾನ್!