Romans 6:22 — Compare Translations
7 translations compared side by side
Odia - 1840
"କିନ୍ତୁ ଏବେ ତୁମ୍ଭମାନେେ ପାପରୁ ମୁକ୍ତ। ତୁମ୍ଭମାନେେ ଏବେ ପରମେଶ୍ବରଙ୍କର ଦାସ ଓ ଏହା କବଳେ ପରମେଶ୍ବରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦବେ। ତା'ପରେ ତୁମ୍ଭମାନେେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ଵରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନ; ଜୀବନ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ପାପରୁ ମୁକ୍ତି ପାଇ ଈଶ୍ୱରଙ୍କ ଦାସ ହୋଇଛ। ଏହାର ଲାଭ ହେଉଛି, ଈଶ୍ୱରଙ୍କଠାରେ ସମ୍ପୂର୍ଣ୍ଣ ଭାବେ ଆତ୍ମସମର୍ପଣ ଏବଂ ଏହାର ପରିଣାମ ଅନନ୍ତ ଜୀବନ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏବେ ତୁମ୍ଭେମାନେ ପାପରୁ ମୁକ୍ତ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କର ଦାସ ଓ ଏହା କେବଳ ପରମେଶ୍ୱରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦେବ। ତା’ପରେ ତୁମ୍ଭେମାନେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ୱରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ತುಮ್ಕಾ ಪಾಪಾತ್ನಾ ಸ್ವತಂತ್ರ್ ಕರುನ್ ದೆವಾಚಿ ಗುಲಾಮಾ ಕರುನ್ ಹೊಲಾ. ತುಮ್ಕಾ ಪವಿತ್ರಪಾನಾಚೆ ಜಿವನ್ ಗಾವ್ಲಾ, ಅನಿ ಹೆಚೊ ಪ್ರತಿಫಳ್ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್,