Romans 6:23 — Compare Translations

7 translations compared side by side

Odia - 1840
"ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ଵରଙ୍କ ଅନୁଗ୍ରହଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନ; ଜୀବନ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅଯାଚିତ ଦାନ ହେଉଛି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଅନନ୍ତ ଜୀବନ।
Odia Bible ERV 2004 (ପବିତ୍ର ବାଇବଲ)
ପାପର ସ୍ୱାଭାବିକ ପରିଣତି ମୃତ୍ୟୁ। କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତାରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಪಾಪಾಚಿ ಮಜುರಿ ಮರಾನ್, ಖರೆ ದೆವಾಚಿ ಫುಕೊಟ್ಚಿ ದೆನ್ಗಿ ಕಾಯ್ ಮಟ್ಲ್ಯಾರ್ ಅಮ್ಚ್ಯಾ ಧನಿಯಾ ಕ್ರಿಸ್ತಾ ಜೆಜುಚ್ಯಾ ಎಕ್ವಟ್ಟಾತ್ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್.