Romans 6:3 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ କଣ ମନେ ରଖିଛ କି ଯେତବେେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତବେେଳେ ଯୀଶୁଖ୍ରୀଷ୍ଟଙ୍କର ଅଂଶ ହାଇଗେଲୁ। ଆମ୍ଭର ବାପ୍ତିଜିତ ହବୋ ରେ ଆମ୍ଭେ ତାହାଙ୍କର ମୃତ୍ଯୁର ମଧ୍ଯ ଭାଗୀଦାର ହେଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଜାଣ, ଜଳଦୀକ୍ଷା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଆମ୍ଭେମାନେ ତାଙ୍କ ମୃତ୍ୟୁରେ ମଧ୍ୟ ଅଂଶୀ ହୋଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ ମନେ ରଖିଛ କି ଯେତେବେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତେବେଳେ ଯୀଶୁ ଖ୍ରୀଷ୍ଟଙ୍କର ଅଂଶ ହୋଇଗଲୁ। ଆମ୍ଭର ବାପ୍ତିଜିତ ହେବାରେ ଆମ୍ଭେ ତାହାଙ୍କର ମୃତ୍ୟୁର ମଧ୍ୟ ଭାଗୀଦାର ହେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತುಮ್ಕಾ ಖರೆಚ್ ಗೊತ್ತ್ ರ್‍ಹಾಂವ್ದಿತ್ ಜೆಜು ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ರ್‍ಹಾವ್‍ಸಾಟ್ನಿ ಮನುನ್ ಅಮಿ ಬಾಲ್ತಿಮ್ ಘೆಟ್ಲ್ಯಾಂವ್ ತನ್ನಾ ತೆಚ್ಯಾ ಮರ್ನಾತ್‍ಬಿ ಅಮಿ ವಾಟೊ ಘೆತಾಂವ್.