Romans 7:10 — Compare Translations

7 translations compared side by side

Odia - 1840
"ଆଦେଶର ଆଜ୍ଞା ଥିଲା ଜୀବନ ଦାନ କିନ୍ତୁ ମାେ ପାଇଁ ଆଜ୍ଞା ଆଣିଲା ମୃତ୍ଯୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ମୁଁ ମୃତ ହେଲି; ଯେଉଁ ବ୍ୟବସ୍ଥଶ ଜୀବନ ଦାନ କରିବା ପାଇଁ ଉଦ୍ଦିଷ୍ଟ ଥିଲା, ତାହା ମୋ’ ମୃତ୍ୟୁର କାରଣ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଆଦେଶର ଆଜ୍ଞା ଥିଲା ଜୀବନ ଦାନ କିନ୍ତୁ ମୋ’ ପାଇଁ ଆଜ୍ଞା ଆଣିଲା ମୃତ୍ୟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋ' ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಿಯಾ ಮರ್ಲೊ ಜಿವ್ ದಿವ್ಕ್ ಮನುನ್ ಹೊತ್ತ್ಯಾ ಖಾಯ್ದ್ಯಾನ್ ಮಾಜ್ಯಾ ವಿಶಯಾತ್ ಮರಾನ್ ಘೆವ್ನ್ ಯೆಲ್ಯಾನ್.