Romans 7:12 — Compare Translations

7 translations compared side by side

Odia - 1840
"ଅତଏବ ବ୍ଯବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ଯ ପବିତ୍ର, ଠିକ୍ ଓ ଉତ୍ତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ବ୍ୟବସ୍ଥା ପବିତ୍ର, ପୁଣି ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବ୍ୟବସ୍ଥା ପବିତ୍ର; ତାହାର ଆଜ୍ଞା ସବୁ ପବିତ୍ର, ଯଥାର୍ଥ ଓ ମଙ୍ଗଳଜନକ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ବ୍ୟବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ୟ ପବିତ୍ର, ଠିକ୍ ଓ ଉତ୍ତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ମୋଶାଙ୍କ ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಜಾಲ್ಯಾರ್, ಖಾಯ್ದೊ ತೆಚ್ಯಾ ಎವ್ಡ್ಯಾಕುಚ್ ಪವಿತ್ರ್, ಅನಿ ಉಪಾದೆಸ್ ಪವಿತ್ರ್, ಸಮಾ ಅನಿ ಬರೊ.