Romans 7:15 — Compare Translations

7 translations compared side by side

Odia - 1840
"ଯେଉଁ ଭଲ କାମ ମୁଁ କରିବାକୁ ଇଚ୍ଛା କରେ, ମୁଁ କରେ ନାହିଁ। ଓ ଯେଉଁ ମନ୍ଦ କାମ କରିବାକୁ ମୁଁ ଘୃଣା କରେ, ସହେି କାମ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କଅଣ କରେ, ତା’ ମୁଁ ବୁଝେ ନାହିଁ। ଯାହା କରିବା ପାଇଁ ମୋର ଇଚ୍ଛା, ତା’ ମୁଁ କରେ ନାହିଁ; କିନ୍ତୁ ଯାହା ଘୃଣା କରେ, ତାହା ହିଁ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଭଲ କାମ ମୁଁ କରିବାକୁ ଇଚ୍ଛା କରେ, ମୁଁ କରେ ନାହିଁ। ଓ ଯେଉଁ ମନ୍ଦ କାମ କରିବାକୁ ମୁଁ ଘୃଣା କରେ, ସେହି କାମ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଯାହା କରେ, ତାହା ଜାଣେ ନାହିଁ; ଯେଣୁ ମୁଁ ଯାହା ଇଚ୍ଛା କରେ, ତାହା କରେ ନାହିଁ, ବରଂ ଯାହା ମୁଁ ଘୃଣା କରେ, ତାହା ହିଁ କରେ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಕಾಯ್ ಕರುಕ್ ಲಾಗ್ಲಾ ಮನುನ್ ಮಾಕಾಚ್ ಕಳಿನಾ; ಕಶ್ಯಾಕ್ ಮಟ್ಲ್ಯಾರ್ ಮಾಕಾ ಕರುಕ್ ಮನ್ ನಸಲ್ಲೆಚ್ ಮಿಯಾ ಕರ್‍ತಾ ಖರೆ ಜೆ ಕಾಯ್ ಮಿಯಾ ಕರ್‍ತಾ, ತೆ ಮಾಕಾ ಬರೆ ದಿಸಿನಾ.