Romans 7:16 — Compare Translations

7 translations compared side by side

Odia - 1840
"ଯେଉଁ କାମ କରିବାକୁ ଚା ହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ଯବସ୍ଥା ଭଲ ବୋଲି ସମର୍ଥନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ଵୀକାର କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯାହା କରେ, ତାହା ପ୍ରକୃତରେ ମୋର ଇଚ୍ଛା ବିରୁଦ୍ଧରେ କରୁଥିବାରୁ, ବ୍ୟବସ୍ଥା ଯଥାର୍ଥ ବୋଲି ମୁଁ ସ୍ୱୀକାର କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ କାମ କରିବାକୁ ମୁଁ ଗ୍ଭହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ୟବସ୍ଥା ଭଲ ବୋଲି ସମର୍ଥନ ମୁଁ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୋଶାଙ୍କ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆ ಕರುಚೆ ನ್ಹಯ್ ಮನುನ್ ಮಿಯಾ ಚಿಂತಾ, ತೆಚ್ ಮಿಯಾ ಕರ್‍ತಾ. ಹೆ ಮಿಯಾ ಖಾಯ್ದೊ ಸಮಾ ಹಾಯ್ ಮನುನ್ ಮಾನುನ್ ಘೆತಾ ಮನುನ್ ದಾಕ್ವುನ್ ದಿತಾ.