Romans 7:21 — Compare Translations
7 translations compared side by side
Odia - 1840
"ସହେି ଭଳି ମୁଁ ଏହି ବ୍ଯବସ୍ଥାଟି ଶିଖିଛି: ଯେତବେେଳେ ମୁଁ ଭଲ କାମ କହିବାକୁ ଇଚ୍ଛା କରେ, ମନ୍ଦ ମାେ ପାଖେ ଉପସ୍ଥିତ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୁଁ ଦେଖୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ମୋ’ ଭିତରେ ଏକ ସକ୍ରିୟ ବିଧାନ ବୋଲି ମନେହୁଏ। ଯାହା ସତ୍, ତାହା ମୁଁ କରିବାକୁ ଗଲାବେଳେ, କେବଳ ଅସତ୍ କାର୍ଯ୍ୟ କରିଥାଏ।
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି ମୁଁ ଏହି ବ୍ୟବସ୍ଥାଟି ଶିଖିଛି: ଯେତେବେଳେ ମୁଁ ଭଲ କାମ କହିବାକୁ ଇଚ୍ଛା କରେ, ମନ୍ଦ ମୋ’ ପାଖେ ଉପସ୍ଥିତ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୋʼଠାରେ କାର୍ଯ୍ୟ କରେ, ତାହା ମୁଁ ଦେଖୁଅଛି।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋ' ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ମୋଶାଙ୍କ ବ୍ୟବସ୍ଥା ମୁଁ ଦେଖୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಮಿಯಾ ಬರೆ ಕರುಕ್ ಜಾತಾನಾ ಸಗ್ಳೆ ಬುರ್ಶೆಚ್ ಕರುಲ್ಲಾ ಮನ್ತಾನಾ ಹ್ಯೊ ಖಾಯ್ದೊ ಮಾಕಾ ಲಾಗು ಹೊತಾ ಮನುನ್ ಕಳುನ್ ಯೆತಾ.