Romans 7:22 — Compare Translations

7 translations compared side by side

Odia - 1840
"ମାେ ମନ ରେ, ମୁଁ ପରମେଶ୍ବରଙ୍କର ବ୍ଯବସ୍ଥା ରେ ସୁଖୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ଵରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ବ୍ୟବସ୍ଥା ପାଳନ କରିବା ପାଇଁ ମୋର ଆଗ୍ରହ,
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ମନରେ, ମୁଁ ପରମେଶ୍ୱରଙ୍କର ବ୍ୟବସ୍ଥାରେ ସୁଖୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,
Odia IRV 2017 (ଓଡିଆ ବାଇବେଲ)
କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೊ ಭುತ್ತುರ್‍ಲೊ ಸ್ವಬಾವ್ ದೆವಾಚ್ಯಾ ಖಾಯ್ದ್ಯಾತ್ ಲೈ ಖುಶಿ ಹೊತಾ.