Romans 7:23 — Compare Translations
7 translations compared side by side
Odia - 1840
"କିନ୍ତୁ ମାେ ଶରୀର ରେ ମୁଁ ଆଉ ଗୋଟିଏ ବ୍ଯବସ୍ଥା କାମ କରୁଥିବାର ଦେଖୁଛି। ସମାନେେ ଗ୍ରହଣ କରୁଥିବା ବ୍ଯବସ୍ଥା ସହିତ ମାେ ଶରୀରର ବ୍ଯବସ୍ଥା ସଂଘର୍ଷ କରୁଛି। ମାେ ଶରୀର ରେ କାମ କରୁଥିବା ଏହି ବ୍ଯବସ୍ଥାଟି ପାପର ବ୍ଯବସ୍ଥା ଅଟେ, ଓ ସୋହି ବ୍ଯବସ୍ଥା ମାେତେ ବନ୍ଦୀ କରି ପକାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୋ’ ମନର ଏହି ଇଚ୍ଛା ବିରୁଦ୍ଧରେ ମୋର ଶରୀରକୁ ନିୟନ୍ତ୍ରଣ କରୁଥିବା ବିଧାନ ସର୍ବଦା ସଂଘର୍ଷ କରୁଥାଏ। ମୋ’ ଶରୀରରେ ସକ୍ରିୟ ଥିବା ସେହି ପାପ ପ୍ରବୃତ୍ତି ମୋତେ ବନ୍ଦୀ କରି ରଖିଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋ’ ଶରୀରରେ ମୁଁ ଆଉ ଗୋଟିଏ ବ୍ୟବସ୍ଥା କାମ କରୁଥିବାର ଦେଖୁଛି। ସେମାନେ ଗ୍ରହଣ କରୁଥିବା ବ୍ୟବସ୍ଥା ସହିତ ମୋ’ ଶରୀରର ବ୍ୟବସ୍ଥା ସଂଘର୍ଷ କରୁଛି। ମୋ’ ଶରୀରରେ କାମ କରୁଥିବା ଏହି ବ୍ୟବସ୍ଥାଟି ପାପର ବ୍ୟବସ୍ଥା ଅଟେ, ଓ ସୋହି ବ୍ୟବସ୍ଥା ମୋତେ ବନ୍ଦୀ କରି ପକାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ମୋଶାଙ୍କ ବ୍ୟବସ୍ଥା ଦେଖେ, ତାହା ମୋହର ମନର ମୋଶାଙ୍କ ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ମୋଶାଙ୍କ ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಕ್ ದುಸ್ರೊಚ್ ಖಾಯ್ದೊ ಮಾಜ್ಯಾ ಆಂಗಾತ್ ಮಿಯಾ ಬಗ್ತಾ. ತೊ ಖಾಯ್ದೊ ಮಾಜ್ಯಾ ಮನಾಕ್ ಸಮಾ ದಿಸ್ತಲ್ಯಾ ಖಾಯ್ದ್ಯಾ ವಾಂಗ್ಡಾ ಝಗಡ್ತಾ. ತೊ ಖಾಯ್ದ್ಯೊ ಮಾಕಾ ಮಾಜ್ಯಾ ಆಂಗಾತ್ ಅಸಲ್ಲ್ಯಾ ಪಾಪಾಚ್ಯಾ ಖಾಯ್ದ್ಯಾತ್ ಲಪ್ಟುನ್ ಭಾಂದುನ್ ಘಾಲ್ತಾ.