Romans 7:25 — Compare Translations
7 translations compared side by side
Odia - 1840
"ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଧନ୍ଯବାଦ ହେଉ। ଅତଏବ-ମାେ ମନ ସହିତ ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାର ଦାସ। କିନ୍ତୁ ପାପପୂର୍ଣ ସ୍ବଭାବରେ ମୁଁ ପାପୟୁକ୍ତ ନିୟମର ଦାସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କର ଧନ୍ୟବାଦ ହେଉ । ଅତଏବ, ମୁଁ ନିଜେ ମନ ଦ୍ଵାରା ଈଶ୍ଵରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ଵାରା ପାପ ବ୍ୟବସ୍ଥାର ଦାସ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧନ୍ୟ ଈଶ୍ୱର, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏହା ସେ ସାଧନ କରିଛନ୍ତି। ତେବେ, ଏହା ହେଉଛି ମୋର ଅବସ୍ଥା। ଈଶ୍ୱରଙ୍କ ବ୍ୟବସ୍ଥା କେବଳ ମୁଁ ମୋ’ ମନରେ ପାଳନ କରିପାରେ। କିନ୍ତୁ ମୋର ମାନବ ପ୍ରକୃତି ମୋତେ ପାପର ଦାସ ହେବାକୁ ବାଧ୍ୟ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ଧନ୍ୟବାଦ ହେଉ। ଅତଏବ-ମୋ’ ମନ ସହିତ ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାର ଦାସ। କିନ୍ତୁ ପାପପୂର୍ଣ୍ଣ ସ୍ୱଭାବରେ ମୁଁ ପାପଯୁକ୍ତ ନିୟମର ଦାସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ । ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ମୋଶାଙ୍କ ବ୍ୟବସ୍ଥାର ଦାସ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ವೈನಾ ಅಮ್ಚ್ಯಾ ದೆವಾಕ್ ಧನ್ಯವಾದ್ ಹೊಂವ್ದಿತ್! ತಸೆ ಹೊಲ್ಯಾರ್ ಮಾಜಿ ಪರಿಸ್ಥಿತಿ ಕಶಿ ಕಾಯ್ ಮಟ್ಲ್ಯಾರ್: ಮಿಯಾ ಮಾಜ್ಯಾ ಬಳಾನ್ ಖಾಲಿ ಮನಾತ್ ಎವ್ಡೆಚ್ ದೆವಾಚ್ಯಾ ಖಾಯ್ದ್ಯಾಚಿ ಸೆವಾ ಕರ್ತಾ ಅನಿ ಎಕಾಕ್ಡೆ ಮಾಜೊ ಮಾನುಸ್ಪಾನಾಚೊ ಸ್ವಬಾವ್ ಪಾಪಾಚಿ ಸೆವಾ ಕರ್ತಾ.